ଲଗେଜ ବ୍ୟାଗରେ ନେଉଥିଲେ ୫୮ କେଜି ରୁପା, ରେଲ୍ଓ୍ବେ ଷ୍ଟେଶନରେ ପଡ଼ିଲେ ଧରା
ରାଉରକେଲା: ରାଉରକେଲା ରେଳ ଷ୍ଟେଶନ ପରିସରରୁ ଯାଞ୍ଚ ସମୟରେ ବିପୁଳ ପରିମାଣର ରୁପା ଜବତ ହୋଇ ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟକୁ ହସ୍ତାନ୍ତର କରାଯାଇଛି। ଏଥିସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ବ୍ୟକ୍ତି ଜଣଙ୍କ ତାଙ୍କ ଲଗେଜ ବ୍ୟାଗରେ ପ୍ରାୟ ୫୮ କେଜି ରୁପା ଧରି ରାଞ୍ଚି ଯିବା ପାଇଁ…