ମଙ୍ଗଳବାର ରାଶିଫଳ
ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ବୃଷ: ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ…