ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ

କଟକ: ଭିଜିଲାନ୍ସ ଜାଲରେ ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥ। ତାଙ୍କ ୧୨ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ଉ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କଟକ ବାରବାଟୀ ଷ୍ଟାଡିୟମରେ ଥିବା କାର୍ଯ୍ୟାଳୟ ସମେତ କଟକ, ଭୁବନେଶ୍ୱର, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାର ୧୨ଟି ଠିକଣାରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଟିମ୍।

728×90