‘ଆମ ହସ୍ପିଟାଲ’ ଯୋଜନାରେ ରାଜ୍ୟର ୧୫ ଜିଲ୍ଲାରେ ୬୭ ରୂପାନ୍ତରିତ ସରକାରୀ ଚିକିତ୍ସାଳୟର ଲୋକାର୍ପଣ କଲେ…
ଭୁବନେଶ୍ୱର: 'ଆମ ହସ୍ପିଟାଲ' ଯୋଜନାରେ ରାଜ୍ୟର ୧୫ ଜିଲ୍ଲାରେ ୬୭ଟି ରୂପାନ୍ତରିତ ସରକାରୀ ଡାକ୍ତରଖାନାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପ୍ରଦାନ ସହ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମଜବୁତ କରିବା ପାଇଁ କାର୍ଯ୍ୟକାରୀ ହୋଇଥିବା ରାଜ୍ୟ…