Browsing Tag

Ayodhya Ram Temple

ଆଜିଠାରୁ ଅଯୋଧ୍ୟାରେ ରାମଲାଲାଙ୍କ ସର୍ବସାଧାରଣ ଦର୍ଶନ ଆରମ୍ଭ, ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼

ଅଯୋଧ୍ୟା: ଆଜିଠୁ ଅଯୋଧ୍ୟାରେ ରାମଲାଲାଙ୍କ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ମନ୍ଦିରରେ ରାମଲାଲାଙ୍କୁ ଦର୍ଶନ କରିବା ପାଇଁ ପ୍ରବଳ ଭିଡ଼ ଜମିଛି । ଗତକାଲି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସହ ଅନ୍ତ ହୋଇଛି ୫ଶହ ବର୍ଷର ଅପେକ୍ଷା । ଆଜି ସକାଳୁ ହିଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼…

ସାମ୍ନାକୁ ଆସିଲା ରାମଲାଲାଙ୍କ ପ୍ରଥମ ଝଲକ, ରାମମନ୍ଦିର ଗର୍ଭଗୃହରେ ହେଲେ ବିରାଜମାନ

ନୂଆଦିଲ୍ଲୀ: ସାମ୍ନାକୁ ଆସିଲା ରାମ ଲଲାଙ୍କ ପ୍ରଥମ ଝଲକ। ଗର୍ଭଗୃହରେ ଶ୍ରୀବିଗ୍ରହ ସ୍ଥାପନ କରାଯିବା ପରେ ପ୍ରଥମ ଥର ଲାଗି ଫଟୋ ସାମ୍ନାକୁ ଆସିଛି। ଧଳା ମାର୍ବଲ ଆସ୍ଥାନ ଉପରେ ରାମ ଲଲା ବିରାଜମାନ କରିଛନ୍ତି। ଗର୍ଭଗୃହରୁ ୫୧ ଇଂଚର ଶ୍ୟାମଳ ମୂର୍ତିର ପ୍ରଥମ ଫଟୋ ସାମ୍ନାକୁ ଆସିଛି । ଅଯୋଧ୍ୟା…

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଜାନୁଆରୀ ୨୨ ତାରିଖକୁ ଅଧା ଦିନ ଛୁଟି ଘୋଷଣା କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ: ଜାନୁଆରୀ ୨୨ ତାରିଖରେ ଅଧା ଦିନ ଅଫିସ ଛୁଟି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଘୋଷଣା କଲେ କେନ୍ଦ୍ର ଓ ରାଜ୍ୟ ସରକାର । ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ସବମୁଖର ସାରା ଦେଶ । ଏହି ଦିନକୁ ଅଧିକ ସ୍ମରଣୀୟ କରିବା ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ…