ବରମୁଣ୍ଡା ଆମ୍ବେଦକର ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍ କର୍ମଚାରୀ
ଭୁବନେଶ୍ବର: ନିକଟରେ ଉଦ୍ଘାଟିତ ହେବାକୁ ଥିବା ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ କର୍ମଚାରୀ ନିଯୁକ୍ତି ପାଇବେ।
ସୂଚନାଯୋଗ୍ୟ ଯେ,…