ଗୁରୁବାର ରାଶିଫଳ
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର…