ଅଗଷ୍ଟ ୧ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତା ଅଗଷ୍ଟ ୧ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରତିବର୍ଷ ପରି ଚଳିତ ବର୍ଷ ମେ’ ୧ରୁ ଜୁଲାଇ ୩୧ ଯାଏ କୁମ୍ଭୀର ପ୍ରଜନନ ପାଇଁ ଭିତରକନିକାରେ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରଖାଯାଇଥିଲା। ତେବେ ଅଗଷ୍ଟ ୧ରୁ…