ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍, ୩ ମୃତ
ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ଚଳନ୍ତା ଟ୍ରକ୍ ପଛରେ ଏକ ବାଇକ୍ ପିଟି ହେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ଆଜି ମଧ୍ୟାହ୍ନରେ ଏକ ବାଇକରେ ୩ ଜଣ ଯୁବକ ଦ୍ରୁତ…